Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଆସୁଛି ବଡ ବର୍ଷା : ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||
  • ମହାନଦୀରେ ଭାସିଗଲେ ହାତୀପଲ : ମୁଣ୍ଡଳି ବ୍ରିଜରେ ଲାଖି ରହିଛି ହାତୀ ଛୁଆ
  • ||

ଗୋହିରା ଛକରେ ସ୍କୁଟିକୁ ପଛରୁ ଧକ୍କା ଦେଲା କାର୍, ଶିକ୍ଷକ ଓ ଶିକ୍ଷୟିତ୍ରୀ ଗୁରୁତର

24/07/2019 at 5:34 PM

ଭୁବନେଶ୍ବର୨୪|୭: ଭୁବନେଶ୍ବର ନିକଟସ୍ଥ ଗୋହିରା ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଏଥିରେ  ଜଣେ ଶିକ୍ଷକ ଏବଂ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଜଟଣୀ ଏନଡିଆରସି ହାଇସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ଗୋକୁଳାନନ୍ଦ ମହାନ୍ତି ଏବଂ କନ୍ତିଆ ହାଇସ୍କୁଲର ଇଂଗ୍ରାଜୀ ଶିକ୍ଷୟିତ୍ରୀ ବିନୋଦିନୀ ନାୟକ ଏକ ସ୍କୁଟିରେ କନ୍ତିଆରୁ ଭୁବନେଶ୍ବର ଆଡକୁ ଆସୁଥିଲେ । ଗୋହିରା ଛକ ନିକଟରେ ପଛରୁ ଆସୁଥିବା ଏକ କାର୍ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଉଭୟ ରାସ୍ତା ଉପରେ ଛିଟିକି ପଡିଥିଲେ । ବିନୋଦିନୀ ନାୟକଙ୍କ ଅବସ୍ଥା ଅଧିକ ସଂକଟାପନ୍ନ ଥିବା ଜଣାପଡିଛି ।  

   Related Posts