Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : ଖସୁଛି କରୋନା ଗ୍ରାଫ, ଦେଶରେ ଗତ ୨୪ଘଣ୍ଟାରେ ୩୬୬୦୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ
  • ||

ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର

22/10/2020 at 12:47 PM

ରାୟଗଡା ୨୨।୧୦: ରାୟଗଡା-କୋରାପୁଟ ମୁଖ୍ୟ ରାସ୍ତାର ହାଲୁଆ ନିକଟରେ ବୋଲେରୋ ସହ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନେ ହେଲେ ତଳଅଞ୍ଚଳବାଡି ଗ୍ରାମର ମାଣ୍ଡାଙ୍ଗି ତ୍ରୀପତି ଏବଂ ଲଦ ପିଡିସିକା ।

ଏମାନେ ରାୟଗଡ଼ାରୁ ନିଜ ଗ୍ରାମକୁ ଯାଉଥିବା ବେଳେ ବିପରୀତ ପାର୍ଶ୍ଵରୁ ଆସୁଥିବା ଏକ ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ବାଇକ୍ ଆରୋହୀମାନେ ରାସ୍ତା କଡ଼କୁ ଛିଟିକି ପଡି ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଏମାନଙ୍କୁ ଆଣି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ପୋଲିସ ଚିକିତ୍ସାଳୟରେ ପହଞ୍ଚି ତଦନ୍ତ ଚଳାଇଛି ।

   Related Posts