Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ଅଟୋକୁ ଧକ୍କା ଦେଲା ହାଇଓ୍ବା : ଚାଲିଗଲା ମା’, ପୁଅ ଓ ଝିଅଙ୍କ ଜୀବନ
  • ||
  • ବ୍ରହ୍ମପୁର : ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର
  • ||
  • ବ୍ରହ୍ମପୁର : ୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||

ବାରହା ଓ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର, ମେଡିକାଲରେ ଭର୍ତ୍ତି

8/08/2019 at 2:53 PM

ତେଲକୋଇ ୮|୮: କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳ ଅଧିନସ୍ଥ ଖୁଣ୍ଟାପଡା ପଞ୍ଚାୟତ ଗୁଣ୍ଡରିଯୋଡା ଗାଁ ବନ୍ଧ ସାହିରେ ବାରହା ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ବେଳେ ଭାଲୁ ଆକ୍ରମଣରେ ଆଉ ଜଣେ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଆଜି ସକାଳୁ ଗୁଣ୍ଡରିଯୋଡା ଗାଁର ଜାମୁଦାର ହେସା ହଳ ନେଇ ବିଲକୁ ଯାଉଥିବା ବେଳେ ହଳ ଛିଡା କରି ଶୈ।ଚ ହେବା ପାଇଁ ପାଖ ନାଳକୁ ଯାଇଥିଲେ । ସେହି ସମୟରେ ବାରହା ଆକ୍ରମଣର ଶିକାର ହୋଇଥିଲେ ।

ଅନ୍ୟଜଣେ ଅଖିଳ ମୂଖୀ ମଧ୍ୟ ଶୈ।ଚ ହେବାକୁ ଘର ପାଖ ନାଳକୁ ଯାଇଥିବା ବେଳେ ତିନୋଟି ଭାଲୁଙ୍କ ଆକ୍ରମଣରେ ଗୁରୁତର ହୋଇଛନ୍ତି । ତାଙ୍କୁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts