Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର

15/06/2019 at 2:57 PM

ଦେବଗଡ ୧୫|୬: ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଦେବଗଡ ଜିଲ୍ଲା ବାରକୋଟ ଥାନା ରେଙ୍ଗାଳି ଗାଁର ଏଭଳି ଅଭାବନୀୟ ଘଟଣା ଘଟିଛି । ଆହତ ଦୁଇ ଜଣ ହେଲେ ଭୁବନ ନାଏକ ଓ ଲମ୍ବୋଦର ନାଏକ । ଗୁରୁତର ଅବସ୍ଥାରେ ସେମାନଙ୍କୁ ପାଲଲହଡା ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି ।

   Related Posts