Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲିରେ ଆକ୍ରମଣ, ଦାଦା ଓ ପୁତୁରା ଗୁରୁତର

22/05/2019 at 3:41 PM

ସୋର ୨୨|୫: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦାଦା ଓ ପୁତୁରାକୁ ଆକ୍ରମଣ କରାଯାଇଛି । ବାଲେଶ୍ବର ଜିଲ୍ଲା ଖଇରା ଥାନା ଗଡ଼ ପୋଖରୀ ପଂଚାୟତ ଗୁଆପାଳ ଗାଁର ଦାଦା ଅନ୍ତର୍ଯ୍ୟାମୀ ଦଳେଇ ଓ ପୁତୁରା ଅକ୍ଷୟ ଦଳେଇକୁ ଭୁଜାଲିରେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ ।

ଉଭୟଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଖଇରା ପୋଲିସ ଘଟଣାର ତଦନ୍ତ କରି ଦୁଇ ଜଣଙ୍କୁ ଅଟକ ରଖିଛି । ଆକ୍ରମଣ ପଛରେ ରାଜନୈତିକ କାରଣ ଥାଇପାରେ ବୋଲି ସନ୍ଦେହ କରାଯାଉଛି ।

   Related Posts