Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୦୪କରୋନା ସଂକ୍ରମିତ ଚିହ୍ନଟ
  • ||
  • ଚିତ୍ରକୋଣ୍ଡାରେ BSF ଜବାନଙ୍କ କମ୍ବିଂ ଅପରେସନ, ଟିଫିନ୍ ବୋମା ଉଦ୍ଧାର
  • ||
  • ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ, ୨ ଫ୍ଲାଟୁନ ଫୋର୍ସ ମୃତୟନ
  • ||
  • ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍
  • ||
  • ନୟାଗଡ଼ : ପୋଲିସ କବ୍‌ଜାରେ ୪ ଆନ୍ତଃ ଜିଲ୍ଲା ଡକାୟତ
  • ||

୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଗୁରୁତର, ଚିକିତ୍ସାଳୟରେ ଭର୍ତ୍ତି

24/06/2019 at 8:13 AM

ନୟାଗଡ ୨୪|୬: ନୟାଗଡରେ ଅଭାବନୀୟ ଘଟଣା ଘଟିଛି । ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଜଣ ଗୁରୁତର ହୋଇଛନ୍ତି । ନୟାଗଡ ଜିଲ୍ଲା ନବଘନପୁର ଗାଁରେ ଘଟିଛି ଏଭଳି ଅଭାନବୀୟ ଘଟଣା ।

କାମ କରିବାକୁ ଯିବାବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ ଉଭୟ । ଫଳରେ ଉଭୟ ଗୁରୁତର ହୋଇପଡିଥିଲେ । ଗୁରୁତର ଦୁଇ ଜଣ ହେଲେ ଭଗବାନ ବେହେରା ଏବଂ ଧନେଶ୍ବର ମୁଦୁଲି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

   Related Posts