Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ଗ୍ୟାସ୍ ଲିକ୍ ହୋଇ ଲାଗିଗଲା ନିଆଁ, ପରିବାରର ୨ ସଦସ୍ୟ ଆହତ

20/10/2020 at 4:28 PM

ବ୍ରହ୍ମପୁର ୨୦।୧୦: ଗ୍ୟାସ୍ ଲିକ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ପରିବାରର ୨ ଜଣ ଆହତ ହୋଇଥିବା ଜଣାପଡିଛି । ଗଞ୍ଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ ସରୁଆସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ସାରୁଆ ସାହିର ରବୀନ୍ଦ୍ର ପାତ୍ରଙ୍କ ରୋଷେଇ ଘରେ ଗ୍ୟାସ୍ ଲିକ୍ ହୋଇ ନିଆଁ ଲାଗି ଯାଇଥିଲା । ଫଳରେ ପରିବାରର ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି । ଆହତଙ୍କୁ ସୋରଡା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ସୋରଡା ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି

   Related Posts