Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||
  • ଅଗଷ୍ଟ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ, ଦଶମ ମାର୍କ ଆଧାରରେ ହେବ ମୂଲ୍ୟାୟନ
  • ||
  • ଯାଜପୁର : ବରମୁଣ୍ଡା ଛକରେ ଦୁର୍ଘଟଣା, ଚାଲିଗଲା ନାରାୟଣଙ୍କ ଜୀବନ
  • ||
  • ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୭ ଜଣଙ୍କ ଜୀବନ, ୩୫୦୮ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • କଟକ : ଜୁଆ ଆଡ୍ଡାରେ ଅଚାନକ ଚଢାଉ, ୧୧ଜଣ ଜୁଆଡି ଗିରଫ
  • ||

ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

8/01/2019 at 11:09 AM

ଅନୁଗୁଳ ୮|୧: ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ । କଣିହାଁ ଗଦାଶିଳା ଗାଁରେ ଘଟିଛି ଏଭଳି ଅଘଟଣ ଘଟିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ମୃତକ ଦୁଇ ଜଣ ଟାଇଲ୍‌ ମିସ୍ତ୍ରୀ ଭାବେ କାମ କରୁଥିବାର ସୂଚନା ମିଳିଛି ।

ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା କଣିହାଁ ଗଦାଶିଳା ଗାଁରେ ଜଣଙ୍କ ଘରେ ଦୁଇ ଶ୍ରମିକ କାମ କରୁଥିଲେ । ଶୀତ ଯୋଗୁଁ ଘର ଭିତରେ କୋଇଲା ଜାଳି ଶୋଇଥିଲେ । ଫଳରେ ଶ୍ବାସରୁଦ୍ଧ ହୋଇ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts