Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||
  • ଜାମିନ ସତ୍ତ୍ଵେ ଜେଲ୍‌ରେ ରହିବେ ପାଠକ ବାପ-ପୁଅ
  • ||
  • ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ‌
  • ||
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||

ଟ୍ରେନରୁ ଡେଇଁଲେ ଦୁଇ ଯୁବତୀ, ଅବସ୍ଥା ସଂକଟାପନ୍ନ

16/12/2019 at 1:57 PM

ଝାରସୁଗୁଡା ୧୬।୧୨: ଟ୍ରେନରୁ ଡେଇଁଲେ ଦୁଇ ଯୁବତୀ । ବାଗଡିହି ଷ୍ଟେସନ ନିକଟରେ ଉତ୍କଳ ଏକ୍ସପ୍ରେସରେ ଯାତ୍ରା କରୁଥିବା ସମୟରେ ଟ୍ରେନ୍‌ରୁ ଡେଇଁଲେ ଦୁଇ ଯୁବତୀ । ଦୁଇଜଣ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁଇ ଯୁବତୀଙ୍କ ଘର ସୁନ୍ଦରଗଡ଼ର ଧନମତୀ ମାଝୀ ଓ ଜ୍ୟୋସ୍ନା ନାଏକ ବୋଲି ଜଣାପଡିଛି । ତେବେ କଣ ପାଇଁ ଟ୍ରେନରୁ ଡେଇଁଲେ ତାହାର କାରଣ ଅସ୍ପଷ୍ଟ ରହିଛି ।

   Related Posts