Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ମୂର୍ତ୍ତାହାଣ୍ଡିରେ ୯ ଜଣଙ୍କ ମୃତ୍ୟୁ ଘଟଣା : ମିଳିଲା ମୃତକଙ୍କ ପରିଚୟ, ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା

1/02/2021 at 5:04 PM

ନବରଙ୍ଗପୁର ୧।୨: କୋରାପୁଟ ମୂର୍ତ୍ତାହାଣ୍ଡି ନିକଟରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ପ୍ରାଣ ହରାଇଥିବା ୯ ଜଣଙ୍କ ପରିଚୟ ମିଳିଛି । ମୃତକମାନେ ହେଲେ ଫୁଲ ଭତରା, ଲକ୍ଷ୍ମୀ କଶ୍ୟପ, ପାର୍ବତୀ କଶ୍ୟପ, ନୀଲl ଭାଗେଲ, ଲକ୍ଷ୍ମୀ କଶ୍ୟପ, ନୀଲl ଭାଗେଲ୍, ଜୁଙ୍କି ଭାଗେଲ, ପଦ୍ମା ଭତରା ଏବଂ ଆସ୍ମତି ଭତରା । ସମସ୍ତ ମୃତକ ଛତିଶଗଡ ବସ୍ତର ଜିଲ୍ଲା କଲଚା ଗ୍ରାମର । ଏହାଛଡା ୧୭ ଜଣ ଆହତବ୍ୟକ୍ତିଙ୍କୁ ଜଗଦଲପୁର ମେଡିକାଲ କଲେଜକୁ ପଠାଯାଇଛି ।

 ଗତକାଲି ଜଗଦଲପୁର ମେଡ଼ିକାଲ କଲେଜ ନେଇଥିବା ୧୭ଜଣ ଗୁରୁତରମାନଙ୍କ ମଧ୍ୟରୁ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ମୃତକମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଦିଆଯିବ ନେଇ ଘୋଷଣା କରିଛନ୍ତି ।

   Related Posts