ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ

Published By : Prameya-News7 Bureau | April 16, 2021 IST

ଭୁବନେଶ୍ବର ୧୬।୪: ଦୁଇ ବିଜେଡି ନେତା ନିଲମ୍ବିତ । ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ଅମରେଶ ପଣ୍ଡା ଓ ବିନୟ ପଣ୍ଡାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ଦଳବିରୋଧୀ କାର୍ଯ୍ୟ ପାଇଁ ଏହି ଦୁଇ ନେତାଙ୍କୁ ନିଲମ୍ବନ କରିଛନ୍ତି ଦଳୀୟ ସଭାପତି । ଏ ନେଇ ଏକ ବିଜ୍ଞପ୍ତି ଜରିଆରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।

{"id":439284,"sizeSlug":"large","linkDestination":"none"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.