Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ଚୋରି ଘଟଣାରେ ଦୁଇ ଲୁଟେରା ଗିରଫ, ଦୁଇ ଫେରାର୍

17/03/2019 at 5:32 PM

ବ୍ରହ୍ମପୁର ୧୭|୩ : ବୈଦ୍ୟନାଥପୁର ପୋଲିସ୍ କୁ ମିଳିଲା ବଡ ସଫଳତା। ଲକ୍ଷାଧିକ ଟଙ୍କା ଚୋରି କରିବା ଘଟଣାରେ ବୈଦ୍ୟନାଥପୁର ପୋଲିସ୍ ଦ୍ବାରା ଦୁଇ ଜଣ ଗିରଫ ହୋଇଥିବା ବେଳେ ସେମାନଙ୍କ ନିକଟରୁ ୪ ଲକ୍ଷ ୪୫ ହଜାର ୫୦୦ ଟଙ୍କା ଜବତ କରାଯାଇଛି । ଏକ ସାମ୍ବାଦିକ ସମ୍ମିଳନୀରେ ବ୍ରହ୍ମପୁର ଅତିରିକ୍ତ ଏସ୍.ପି ପ୍ରଭାତ ରାଉତରାୟ ସୂଚନା ଦେଇଛନ୍ତି। ଏହି ଘଟଣାରେ ସଂପୃକ୍ତ ଅନ୍ୟ ଦୁଇ ଜଣ ଫେରାର୍ ହୋଇଯାଇଥିବା ବେଳେ ସେମାନଙ୍କୁ ଖୁବ୍ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ୍ ସୂଚନା ଦେଇଛି।

ଗତ ୧୫ ତାରିଖରେ ଶିବ ଶକ୍ତି ଏଜେନ୍ସି ଦୋକାନରୁ ୫ ଲକ୍ଷ ୨୫ ହଜାର ଟଙ୍କା ଚୋରି ହୋଇଥିବା ନେଇ ଏଜେନ୍ସି ମାଲିକ ଶ୍ରୀଧର ପାଢୀ ବୈଦ୍ୟନାଥପୁର ପୋଲିସ୍ ଥାନାରେ ମାମଲା ରୁଜୁ କରିଥିଲେ। ଏ ଘଟଣାରେ ପୋଲିସ୍ ଅଧିକ ତଦନ୍ତ ଜାରି ରଖିଛି ।

   Related Posts