Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ସଂକ୍ରମିତ, ୧୦୫୦୦୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଚିଲିକାରେ ବଢୁଛି ବର୍ଷା ଓ ପବନ, ରାସ୍ତାଘାଟ ଖାଁ ଖାଁ
  • ||
  • ଅନୁଗୁଳ : ଟ୍ରକ-ଇନୋଭା ମୁହାଁମୁହିଁ ଧକ୍କା, ୨ ମୃତ
  • ||
  • ନୟାଗଡ : ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ, ଏକାସାଙ୍ଗେ ୬ଟି ସ୍ଥାନରେ ରେଡ୍
  • ||
  • ପୃଥିବୀକୁ ବଡ ବିପଦ ! ମାଡି ଆସୁଛି ଗ୍ରହାଣୁ, ମାଡ ହେଲେ ପରମାଣୁ ବୋମାଠୁ ଭୟଙ୍କର ବିସ୍ଫୋରଣ
  • ||
  • ଯବାନଙ୍କ ଆତ୍ମହତ୍ୟା, ସର୍ଭିସ ରାଇଫଲରୁ ଗୁଳି ଚଳାଇ ହାରିଲେ ଜୀବନ
  • ||
  • ଜଗତସିଂହପୁରରେ ଲାଗି ରହିଛି ବର୍ଷା, ବାତ୍ୟା ମୁକାବିଲା ପାଇଁ ସଜାଗ ପ୍ରଶାସନ
  • ||
  • ଜଓ୍ୱାଦ ପ୍ରଭାବ : ମାଡି ଆସିବ ସମୁଦ୍ର, ଉଠିବ ବଡ ଜୁଆର
  • ||

ମୋବାଇଲ୍ ଛଡାଇ ନେଇ ପଳାଉଥିବା ବେଳେ ଦୁଇ ଲୁଟେରାଙ୍କୁ ଧରିଲା ପୋଲିସ

3/10/2020 at 8:11 PM

ଭଦ୍ରକ ୩।୧୦: ଦୁଇ ରାଜପଥ ଲୁଟେରାକୁ ଗିରଫ କଲା ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ । ମୋବାଇଲ ଛଡାଇ ପଳାଉଥିବା ବେଳେ ଗିରଫ ହେଲେ । ଗିରଫ ହୋଇଥିବା ଦୁଇ ଲୁଟେରା ହେଲେ ରତନ ଜେନା ଓ ରାଧାକାନ୍ତ ଜେନା । ସେମାନଙ୍କ ଘର ଭଦ୍ରକ ଗ୍ରାମାଞ୍ଚଳ ଥାନା ସାମରାଇପୁର ଅଞ୍ଚଳରେ ବୋଲି ଜଣାପଡିଛି । ଜାତୀୟ ରାଜପଥରେ ଯାଉଥିବା ଜଣେ ବ୍ୟକ୍ତିଙ୍କ ନିକଟରୁ ମୋବାଇଲ ଛଡାଇ ନେଉଥିବା ବେଳେ ଧରାପଡିଛନ୍ତି ।

   Related Posts