Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଜମ୍ମୁକାଶ୍ମୀର ବଡଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ; ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ମୃତ

1/11/2018 at 11:45 AM

ଶ୍ରୀନଗର ୧|୧୧: ଜମ୍ମୁକାଶ୍ମୀରର ବଡଗାମ ଜିଲ୍ଲାରେ ସୁରକ୍ଷାବାହିନୀ ସହିତ ସଂଘର୍ଷରେ ୨ ଜଣ ପାକିସ୍ତାନୀ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି । ବଡ଼ଗାମର ଜାଗୁଆରିଜାଲ ଅଞ୍ଚଳରେ ଏକ ଘରେ ଏହି ଆତଙ୍କବାଦୀ ଲୁଚିଥିବା ବେଳେ ସେନାବାହିନୀ ସହିତ ସଂଘର୍ଷ ହୋଇଥିଲା । ସର୍ଚ୍ଚ ଅପରେସନ ସମୟରେ ଆତଙ୍କବାଦୀ ମାନେ ସୁରକ୍ଷାବାହିନୀ ଉପରକୁ ଗୁଳି ଚଳାଇଥିଲେ । ମୃତ ୨ ପାକିସ୍ତାନୀ ଆତଙ୍କବାଦୀଙ୍କଠାରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଗତ କିଛି ଦିନ ହେଲାଣି ଜମ୍ମୁକଶ୍ମୀରରେ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ପ୍ରାୟ ପ୍ରତିଦିନ ସଂଘର୍ଷ ଦେଖିବାକୁ ମିଳୁଛି ।

   Related Posts