Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ପୁଣି ଜଣେ ଭଣ୍ଡବାବାଙ୍କ କଳା କାରନାମା, ଦୁଇ ଜଣ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

30/01/2020 at 3:22 PM

ପଞ୍ଚକୁଲା ୩୦।୧: ହରିୟାଣାରେ ଦୁଇ ଜଣ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ଉଭୟଙ୍କୁ ଜଣେ ଆତ୍ମଘୋଷିତ ବାବା ଦୁଷ୍କର୍ମ କରିଥିବା ନେଇ ମାମଲା ରୁଜୁ ହୋଇଛି । ମାମଲା ପରେ ଅଭିଯୁକ୍ତ ବାବା ଜଣଙ୍କ ଫେରାର ହୋଇଯାଇଛି ।

ସୂଚନାଯୋଗ୍ୟ ଯେ, ପଞ୍ଚକୁଲା ସହର ନିକଟରେ ରାୟପୁରରାନୀରେ ଆଶ୍ରମ ଚଳାଉଥିଲେ ଆତ୍ମଘୋଷିତ ବାବା ଲକ୍ଷ୍ମାନନ୍ଦ । ଆଶ୍ରମକୁ ପୀଡିତା ଦୁଇ ନାବାଳିକା ବାରମ୍ବାର ଯାଉଥିଲେ । ସେଠାରେ ଦୁଇ ଜଣ ନାବାଳିକାଙ୍କୁ ଆତ୍ମଘୋଷିତ ବାବା ଜଣଙ୍କ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । କାହାରିକୁ କିଛି ନକହିବାକୁ ଧମକ ଦେଇଥିଲେ ।

ମାତ୍ର କଥା ଜଣାପଡିବା ପରେ ଉଭୟ ନାବାଳିକା ନିଜ ପରିବାରଲୋକଙ୍କ ସହ ଥାନାକୁ ଯାଇ ଅଭିଯୋଗ କରିଛନ୍ତି । ଥାନାରେ ଅଭିଯୋଗ ପରେ ବାବା ଜଣଙ୍କ ଆଶ୍ରମ ଛାଡି ଫେରାର ହୋଇଯାଇଥିବା ଜଣାପଡିଛି । ନାବାଳିକା ଦୁଇ ଜଣ ହିମାଚଳ ପ୍ରଦେଶର ବୋଲି ଜଣାପଡିଛି ।

   Related Posts