Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

କଇଁ ଫୁଲ ତୋଳିବା ହେଲା କାଳ, ପାଣିରେ ବୁଡି ଦୁଇ ବାଳକଙ୍କ ମୃତ୍ୟୁ

18/10/2021 at 3:26 PM

ଯାଜପୁର ୧୮।୧୦: କଇଁ ଫୁଲ ତୋଳିବା ହେଲା କାଳ । ବୁଡି ଯାଇ ଦୁଇ ବାଳକଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ଅନୁଯାୟୀ ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ତରପଦା ପଞ୍ଚାୟତ ଗୋପକୂଳ ଗ୍ରାମର ଦୁଇ ବାଳକଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଛି । ମୃତ ଦୁଇ ବାଳକ କୁନି ଜେନାଙ୍କ ୧୪ ବର୍ଷ ବୟସ୍କ ପୁଅ ବିଭୁତି ଜେନା ଓ ଉମା ଜେନାଙ୍କ ୧୭ ବର୍ଷ ବୟସ୍କ ପୁଅ ଦିବ୍ୟ ରଞ୍ଜନ ଜେନା । ଉଭୟ କଇଁ ଫୁଲ ତୋଳିବାକୁ ବୈତରଣୀ ନଦୀର କୁଟୁରିଆଠାରେ ଥିବା କଣ୍ଡିଆକୁ ଯାଇଥିବା ବେଳେ ବୁଡିଯାଇ ତାଙ୍କର ମୃତ୍ୟୁ ହୋଇଛି। ଦୁଇ ବାଳକଙ୍କ ମୃତଦେହକୁ ଗ୍ରାମବାସୀ ଉଦ୍ଧାର କରିଛନ୍ତି ।

   Related Posts