Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି

5/12/2021 at 10:48 AM

ଭୁବନେଶ୍ୱର ୦୫।୧୨ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୨ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୨୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୯୪୬୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୦୨୩୯୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts