Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି

30/11/2021 at 9:49 AM

ଭୁବନେଶ୍ୱର ୩୦।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୨୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୮୩୦୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୭୨୭୮୭୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts