Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି

2/12/2021 at 9:52 AM

ଭୁବନେଶ୍ୱର ୦୨।୧୨ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୫୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୮୬୯୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୮୪୭୩୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts