Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୩କୁ ବୃଦ୍ଧି

1/12/2021 at 10:41 AM

ଭୁବନେଶ୍ୱର ୧।୧୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୩ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୯୩୪୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୭୮୯୭୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts