Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

କ୍ରସରରେ ବଡ ଧରଣର ବିସ୍ଫୋରଣ : ୨ ମୃତ, ୪ ଗୁରୁତର

19/04/2021 at 12:39 PM

ବ୍ରହ୍ମପୁର ୧୯।୪: କ୍ରସରରେ ବଡ ଧରଣର ବିସ୍ଫୋରଣ । ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା କୁକୁଡାଖଣ୍ଡି-ନାଇଡୁପଲ୍ଲୀ ନିକଟରେ ଥିବା କ୍ରସରରେ ବଡ ଧରଣର ବିସ୍ଫୋରଣ ହୋଇଛି । ବିସ୍ଫୋରଣ ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କୁକୁଡାଖଣ୍ଡି ମେଡିକାଲରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ୪ ଜଣ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତରଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ତେବେ ବିସ୍ଫୋରକ ଗଚ୍ଛିତ ଥିବା ବେଳେ ବିସ୍ଫୋରଣ ହୋଇଥିବା କୁହାଯାଉଛି ।

   Related Posts