ମର୍ମନ୍ତୁଦ ଦୁର୍ଘଟଣା : ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ବାଇକ୍ ଆରୋହୀ ମୃତ

Published By : Prameya-News7 Bureau | July 12, 2021 IST

ନୂଆପଡା ୧୨।୭: ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା । ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ । ନୂଆପଡା ଜିଲ୍ଲା କୋମନା ଥାନା ଜଡାମୁଣ୍ଡା ଛକରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ନୂଆପଡା ଜିଲ୍ଲା କୋମନା ଥାନା ଜଡାମୁଣ୍ଡା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଘଟଣାସ୍ଥଳରେ ତରବୋଡ ଫାଣ୍ଡି ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.