Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ହାତୀ ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ

28/12/2020 at 10:04 AM

ଭଞ୍ଜନଗର ୨୮।୧୨: ହାତୀ ଆକ୍ରମଣରେ ୨ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଗାଲେରି ଗାଁର ଗଣେଷ ଗୌଡ ଓ ନୂଆପଲ୍ଲୀ ଗାଁର ସୁକୁର ନାଇକ ବୋଲି ଜଣାପଡିଛି । ଗଞ୍ଜାମ  ଜିଲ୍ଲା ଭଞ୍ଜନଗର ନୂଆଁପଲ୍ଲୀ ଗାଁରେ ଘଟିଛି ଘଟଣା ।

ଖବର ଅନୁଯାୟୀ, ଗୋଟିଏ ବଣୁଆ ହାତୀ ଛୁଆ ଜନ୍ମ କରି ନୂଆଁପଲ୍ଲୀ ଗାଁ ନିକଟସ୍ଥ କାଜୁ ବଗିଚାରେ ଡେରା ପକାଇଛି। ସ୍ଥାନୀୟ ଲୋକେ ହାତୀ ଦେଖିବା ପାଇଁ ଯାଇଥିବା ବେଳେ ମା ହାତୀ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲା। ଚିକିତ୍ସାଧିନ ଅବସ୍ଥାରେ ଗଣେଶଙ୍କର ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ସୁକୁରୁଙ୍କ ମୃତଦେହ ହାତୀପଲଙ୍କ ମଧ୍ୟରେ ପଡିରହିଛି । ମୃତଦେହକୁ ଉଦ୍ଧାର କରିବା ପାଇଁ ବନ କର୍ମଚାରୀ ଚେଷ୍ଟା ଚଳାଇଛନ୍ତି ।

   Related Posts