Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଚାଲିଥିଲା ପୋଖରୀ କାମ, ଭୁଶୁଡିଲା ସୁରକ୍ଷା ପାଚେରୀ ; ଚାଲିଗଲା ୨ଶ୍ରମିକଙ୍କ ଜୀବନ

28/06/2021 at 7:43 AM

ଦିଗପହଣ୍ଡି ୨୮।୦୬ :  ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟ ଫାଶିଗୁଡ଼ାରେ ଅଘଟଣ। ଫାଶିଗୁଡ଼ାରେ ପୋଖରୀର ପ୍ରୋଟେକ୍ସନ ଓ୍ୱାଲ୍ କାମ ଚାଲିଥିବା ବେଳେ ମାଟି ଅତଡ଼ା ଧସିବାରୁ ୨ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି ।

ଫାଶିଗୁଡ଼ାରେ ପୋଖରୀର ପ୍ରୋଟେକ୍ସନ ଓ୍ୱାଲ୍ ନିର୍ମାଣ ଚାଲୁଥିବା ବେଳେ ଗୋଟିଏ ପଟକୁ ମାଟି ଦବି ଯାଇଥିଲା। ଫଳରେ ମାଟି ଅତଡା ଧସିଯିବା ପରେ ଶ୍ରମିକ ମାଟି ଭିତରେ ରହିଯାଇଥିଲେ। ଜେସିବି ମେସିନ୍ ସହାୟତାରେ ମାଟି ଖୋଳି ପୋତି ହୋଇଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଥିଲା। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଶ୍ରମିକଙ୍କୁ ଉଦ୍ଧାର କରିଥିଲେ । ସେମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ୨ ଶ୍ରମିକଙ୍କ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ମୃତ୍ୟୁ ହୋଇଛି। ୨ ମୃତକ ହେଲେ ଯମୁନା ନାୟକ ଓ ବର୍ଷା ନାୟକ।

   Related Posts