Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ବାଇକ୍‌ ଉପରେ ମାଡ଼ିଗଲା ଟ୍ରକ, ଚାଲିଗଲା ୨ଶିଶୁଙ୍କ ଜୀବନ

10/03/2021 at 10:28 AM

ବ୍ରହ୍ମପୁର ୧୦।୦୩: ମୃତ୍ୟୁ ର ନାହିଁ କିଛି ସମୟ । ମୃତ୍ୟୁ ବି ଏମିତି ଆସେ । ରାସ୍ତା ପାର୍‌ ହେଉ ହେଉ ଆରପାରିକୁ ଚାଲିଗଲେ । ଦୁର୍ଘଟଣାରେ ଚାଲିଯାଇଛି ଦୁଇ କୋମଳ ଶିଶୁଙ୍କ ଜୀବନ । ଗଞ୍ଜାମ ଜିଲ୍ଲା ରମ୍ଭା ନିକଟ ସାବୁଳିଆ ଜାତୀୟ ରାଜପଥରେ ଦେଖିବାକୁ ମିଳିଛି ଏମିକି ଏକ ଘଟଣା ।

ଖବର ଅନୁଯାୟୀ, ଏକ ବାଇକ୍‌ ଯୋଗେ ବାପା , ମାଆ ଓ ୨ ଶିଶୁ ଯାଉଥିଲେ । ତେବେ ରମ୍ଭା ସାବୁଳିଆ ଜାତୀୟ ରାଜପଥ ନିକଟରେ ରାସ୍ତା ପାର୍‌ ହେଉଥିବା ବେଳେ ଘଟିଲା ଅଘଟଣ । ବାଇକ୍‌ ଉପରେ ମାଡିଗଲା ଟ୍ରକ । ଯାହାଫଳରେ ୨ଜଣ ଶିଶୁଙ୍କର ମୃତ୍ୟୁ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ସେପଟେ ଦୁର୍ଘଟଣାର ଶିକାର ହୋଇଥିବା ବାପା ଓ ମାଆଙ୍କ ଅବସ୍ଥାରେ ଗୁରୁତର ରହିଛି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ରମ୍ଭା ପୋଲିସ  ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ପୋଲିସ ଘଟଣାସ୍ଥଳରେ ଉଭୟ ଗାଡ଼ିକୁ ଜବତ କରିଛି । ଗଞ୍ଜାମ ଜିଲ୍ଲା ରମ୍ଭା ନିକଟ ସାବୁଳିଆ ଜାତୀୟ ରାଜପଥ ନିକଟରେ ଏହି ଦୁର୍ଘଟଣା ଘଟିଛି ।

   Related Posts