Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : ବାଇକ୍‌କୁ ଧକ୍କା ଦେଲା ଟ୍ରାକ୍ଟର, ଶଳା-ଭିଣୋଇ ମୃତ

24/04/2021 at 3:28 PM

ବାଲିଗୁଡା ୨୪।୪: ବାଲିଗୁଡ଼ା ନିକଟ ବଡଗାଁରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ୍ କୁ ଧକ୍କା ଦେଲା ଟ୍ରକ୍ । ଦୁର୍ଘଟଣାରେ ଦୁଇ ମୃତ, ଅନ୍ୟ ଜଣେ ଗୁରୁତର ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ଗେବାପଦରରୁ ବାଲିଗୁଡ଼ା ଆସୁଥିବାବେଳେ ବାଇ୍ କୁ ଧକ୍କା ଦେଲା ଟ୍ରାକ୍ଟର । ଦୁର୍ଘଟଣା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଦୁଇ ଜଣ ଶଳା ଭିଣୋଇ ବୋଲି ଜଣାପଡିଛି ।  ମୃତକ ଦୁଇ ଜଣ ଡକାଡି ଗ୍ରାମର ରାଧାକାନ୍ତ ପୂଜାରୀ ଓ କୁଡ଼ୁ ତୁର୍ଲି ଗ୍ରାମର ଦଶରଥ ପ୍ରଧାନୀ ବୋଲି ଜଣାପଡିଛି।

   Related Posts