Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଭଦ୍ରକରେ ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା, ୨ ମୃତ

13/03/2020 at 10:33 AM

ଭଦ୍ରକ ୧୩।୩: ଭଦ୍ରକ ଜିଲ୍ଲାର ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା ଘଟି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ହେଲେ ଗ୍ରାମାଞ୍ଚଳ ଥାନା କେଦାରପୁର ପଞ୍ଚାୟତର ଉତ୍ତମ ପାଳ ଓ ବନ୍ତ ଥାନା ତରାଗ ବେଲମଳା ଗ୍ରାମର ଅଜୟ ବାରିକ ।

ଅଜୟ ଚୂଡାକୁଟି ମେଲଣ ଦେଖି ଫେରୁଥିବା ସମୟରେ ଧାମନଗର ଥାନା ଦଇପୁର ଛକ ନିକଟରେ ଦୁର୍ଘଟଣାର ଶିକାର ହୋଇଛନ୍ତି । ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ କରାଯାଉଛି । ସେହିଭଳି ଉତ୍ତମ ପରିବା କିଣିବା ପାଇଁ ବାଇକ୍ ରେ ବଜାରକୁ ଯାଉଥିବା ସମୟରେ ଆଉ ଏକ ବାଇକ୍ ସହ ଦୁର୍ଘଟଣା ହୋଇଥିଲା । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

   Related Posts