Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ସ୍କୁଟି-ଟ୍ରକ୍ ମୁହାଁମୁହିଁ ଧକ୍କା, ଦୁଇ ମୃତ

14/05/2020 at 10:15 AM

ସୁବର୍ଣ୍ଣପୁର ୧୪।୫: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ୍ ୫୭ ନମ୍ବର ଜାତୀୟ ରାଜପଥ ଖମ୍ବେଶ୍ବରୀପାଲି କୁକୁରାଯୋର ନିକଟରେ ସ୍କୁଟି ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣାସ୍ଥଳରେ ଦୁଇ ଜଣ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକମାନଙ୍କର ପରିଚୟ ମିଳିପାରିନାହିଁ ।

ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳୁ ଦୁଇ ଜଣ ଏକ ସ୍କୁଟିରେ ବଲାଙ୍ଗିରରୁ ସୋନପୁରକୁ ଯାଉଥିଲେ । ଖମ୍ବେଶ୍ବରୀପାଲି କୁକୁରାଜୋର ପାଖରେ ସ୍କୁଟିଟି ସୋନପୁର ପଟୁ ଆସୁଥିବା ଏକ ଟ୍ରକ୍ ସହ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ଦୁଇ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି । ହରଡଖୋଲ ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts