Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଓଲଟିଲା ଚାଉଳ ବୋଝେଇ ଟ୍ରକ, ୨ ଶ୍ରମିକ ମୃତ

22/02/2021 at 9:56 AM

ନବରଙ୍ଗପୁର ୨୨।୦୨: ଓଲଟିଲା ଚାଉଳ ବୋଝେଇ ଟ୍ରକ । ଚାଲିଗଲା ୨ ଶ୍ରମିକଙ୍କ ଜୀବନ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ କୋଡିଙ୍ଗା-ଦୂରାଗାଁ ରାସ୍ତା ଡଙ୍ଗାପଖନା ନିକଟରେ ଏହି ଦୁର୍ଘଟଣା ଘଟିଛି ।

ଖବର ଅନୁଯାୟୀ, ଚାଉଳ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଘଟଣା ସ୍ଥଳରେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ମାନେ ହେଲେ ନବରଙ୍ଗପୁର ବ୍ଲକ ଟିର୍ଲିଆମ୍ବଗୁଡାର ନବ ହରିଜନ ଓ ସରାଦୁ ଭତରା । ଟ୍ରକରେ ଶ୍ରମିକ ଭାବେ କାମ କରୁଥିବା ନବ ଓ ସରାଦୁ ରାସ୍ତା ତଳକୁ ଖସିଯାଇଥିବାବେଳେ ଘଟଣାସ୍ଥଳରେ ହିଁ ଉଭୟଙ୍କ ଜୀବନ ଚାଲି ଯାଇଥିଲା। କୋଡିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି ।

   Related Posts