Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବିଲରେ କାମ କରୁଥିବାବେଳେ ଅଘଟଣ, ବଜ୍ରାଘାତରେ ଦୁଇ ଜଣଙ୍କ ମୃତ୍ୟୁ

6/09/2021 at 3:48 PM

ଭଞ୍ଜନଗର ୬।୯: ବଜ୍ରାଘାତରେ ଦୁଇ ମୃତ । ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଅଞ୍ଚଳରେ ବିଲରେ କାମ କରୁଥିବାବେଳେ ଘଟିଛି ଅଘଟଣ । ମୃତକ ଦୁଇ ଜଣ ହେଲେ କୁରୁଲେଇ ଗ୍ରାମର ପ୍ରଫୁଲ ସ୍ବାଇଁ । ତାଙ୍କ ବୟସ ୫୦ ବର୍ଷ । ଅନ୍ୟଜଣେ ତନରଡ଼ା ଗ୍ରାମର ଛବିତା ଡାକୁଆ । ତାଙ୍କ ବୟସ ୩୫ ବର୍ଷ । ଉଭୟଙ୍କୁ ଗ୍ରାମବାସୀ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲ ଆଣିଥିଲେ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ପହଞ୍ଚି ବେଲଗୁଣ୍ଠା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts