Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଇଟା ଗଦାକୁ ଧକ୍କା ଦେଲା ଗାଡ଼ି, ଚାଲିଗଲା ୨ଜଣଙ୍କ ଜୀବନ

14/11/2021 at 8:01 AM

ପଦ୍ମପୁର ୧୪।୧୧: ଦୁର୍ଘଟଣାରେ ଚାଲିଗଲା ୨ଜଣଙ୍କ ଜୀବନ । ବରଗଡ଼ ଜିଲ୍ଲା ଦୁବଲାବାହାଲ ଛକ ନିକଟରେ ଘଟିଛି ଦୁର୍ଘଟଣା । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ବରଗଡ଼ ପଦ୍ମପୁର ସୋହେଲା ରାସ୍ତା ଦୁବଲାବାହାଲ ଛକରେ ଭାରସାମ୍ୟ ହରାଇ ଏକ ମାଲବାହୀ  ଗାଡି ରାସ୍ତା କଡରେ  ଥିବା ଇଟା ଗଦାକୁ ଜୋରଦାର ଧକ୍କା ଦେଇଥିଲା । ଯାହାଫଳରେ ଗାଡି ଥିବା ୨ଜଣଙ୍କର ହିଁ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି । ତେବେ ମିଳିଥିବା ଖବର ଅନୁଯାୟୀ, ଗାଡିରେ ପ୍ରଚୁର ପରିମାଣର କଟା ଗଛ ଲଦାଯାଇଥିଲା । ଗଛ କଟା ହୋଇ ଚୋର ଚାଲଣା ହେଉଥିବା ଅନୁମାନ କରଯାଇଛି । ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସେପଟେ ପୋଲିସ ଓ ଅଗ୍ନିଶମ ବାହିନୀ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛନ୍ତି । ଏହାସହ ୨ଶବକୁ ଶବ ବ୍ୟବଚ୍ଛେଦ ପାଇଁ ନିକଟସ୍ଥ  ପଦ୍ମପୁର ମେଡିକାଲକୁ ପଠାଯାଇଛି ।  

   Related Posts