Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଟାଙ୍କି ସଫା ବେଳେ ଘଟିଲା ଅଘଟଣ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ଜଣଙ୍କ ଜୀବନ

31/05/2021 at 10:36 AM

ଫୁଲବାଣୀ ୩୧।୦୫: ଟାଙ୍କି ସଫା ବେଳେ ଘଟିଲା ଅଘଟଣ । ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ଜଣଙ୍କ ଜୀବନ । ମୃତକ ସନ୍ତୋହ କହଁର ଓ ସଞ୍ଜୟ ପ୍ରଧାନ । ପୁଲବାଣୀ ପିଟବାରି ଗାଁର ଘଟିଛି ଘଟଣା ।

ଖବର ଅନୁଯାୟୀ, ପିଟବାରି ଗାଁର ଏକ ଲାଟ୍ରିନ୍ ଟାଙ୍କି ସଫା ଚାଲିଥିଲା । ଠିକ୍ ଏହି ସମୟରେ ଟାଙ୍କି ସଫା କରୁଥିବା ୨ଜଣଙ୍କ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଯାଇଛି । ନୂତନ ଭାବେ ନିର୍ମାଣ ହୋଇଥିବା ଟାଙ୍କିକୁ ସଫା କରୁଥିବା ବେଳେ ଘଟିଛି ଅଘଟଣ । ତେବେ ମୃତ୍ୟୁବରଣ କରିଥିବା ୨ଜଣ ହେଲେ ସନ୍ତୋଷ କହଁର ଓ ସଞ୍ଜୟ ପ୍ରଧାନ ବୋଲି ଜଣାପଡିଛି । ଏଭଳି ଅକାଳ ମୃତ୍ୟୁକୁ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

   Related Posts