Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଦୁଇଟି ଟ୍ରେନ୍ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ

14/03/2020 at 7:14 AM

ସୋର ୧୪।୩: ରେଲଓ୍ବେ ଟ୍ରାକରେ ଅଘଟଣ । ଟ୍ରେନ୍ ରେ କଟି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଶୁକ୍ରବାର ରାତିରେ ଭିନ୍ନ ଭିନ୍ନ ଟ୍ରେନରେ କଟି ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଅପ ଲାଇନରେ ଅଜଣା ଟ୍ରେନ୍ ଧକ୍କାରେ ଜଣେ ବୁଦ୍ଧଙ୍କର ମୃତ୍ୟୁ ହୋଇଛି । ବୃଦ୍ଧଙ୍କର ପରିଚୟ ମିଳିପାରିନଥିବା ବେଳେ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି ।

ସେହିପରି ଶନିବାର ଭୋରରୁ ବେଙ୍ଗାଲୁରୁ-ଗୌହାଟୀ ଏକ୍ସପ୍ରେସ ଟ୍ରେନ୍ ଧକ୍କାରେ ଜଣେ ଯୁବକଙ୍କର ମୁତ୍ୟୁ ହୋଇଛି । ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ତାଙ୍କ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି । ଉଭୟଙ୍କ ମୃତଦେହ ଜିଆରପି ଜବତ କରି ତଦନ୍ତ ଚଳାଇଛି ।

   Related Posts