ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା : ୨ ମୃତ, ୨ ଆହତ

Published By : Prameya-News7 Bureau | December 07, 2021 IST

ରାୟଗଡା ୭।୧୨: ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୋଲେରୋ ସହ ବାଇକ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମମତା ନାୟକ ଓ ନୂତନ ନାୟକ। କାଶୀପୁର ଥାନା ଅନ୍ତର୍ଗତ ଅଙ୍ଖଦ କଲୋନୀ ନିକଟରେ ଘଟିଛି ଦୁର୍ଘଟଣା । ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

{"id":555825,"width":752,"height":414,"sizeSlug":"full","linkDestination":"none"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.