Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ରାଇରଙ୍ଗପୁର : ଗୁଣିଗାରେଡି ସନ୍ଦେହକୁ ନେଇ ହତ୍ୟାକାଣ୍ଡ : ୩ ସୁପାରୀ କିଲର ଗିରଫ
  • ||

ହତ୍ୟା ନା’ ଆତ୍ମହତ୍ୟା ? ଜବତ ହେଲା ୨ଟି ମୃତଦେହ, ଗୋଟିଏ ଟ୍ରକ୍‌ରୁ ଓ ଅନ୍ୟଟି ଗଛରୁ

4/06/2021 at 11:10 AM

ବ୍ରହ୍ମପୁର ୪।୬: ଜବତ ହେଲା ଦୁଇ ଦୁଇଟି ମୃତଦେହ । ବ୍ରହ୍ମପୁର ଏବଂ ସହର ଉପକଣ୍ଠରେ ଦେଖିବାକୁ ମିଳି ଏଭଳି ଅଭାବନୀୟ ଘଟଣା । ଜଣେ ଯୁବକ ସହର ଫାଷ୍ଟଗେଟ୍ ନିକଟ ଅଟୋନଗରଠାରେ ଏକ ଟ୍ରକ୍ ରେ ଫାଶୀ ଦେଇଥିବା ଦେଖିବାକୁ ମିଳିଥିଲା ।

ଅନ୍ୟପଟେ ଅନ୍ୟ ଜଣେ ଯୁବକ ନିମଖଣ୍ଡି ନିକଟ ଏକ ପୋଖରୀର ଖଜୁରୀ ଗଛରେ ଫାଶୀ ଲଗାଇଥିବା ଦେଖିବାକୁ ମିଳିଛି । ଉଭୟଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ପୋଲିସର ତଦନ୍ତ ପରେ ସେମାନଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହେବ ।

   Related Posts