Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଅନୁଗୋଳ ଜିଲ୍ଲାର ୨ଟି ମ୍ୟୁନିସିପାଲଟି ସଟଡାଉନ୍, କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ନବମିଶ୍ର କଲୋନୀ

23/04/2021 at 10:46 AM

ଅନୁଗୋଳ ୨୩।୪: ଅନୁଗୋଳ ଜିଲ୍ଲାରେ ପ୍ରତିଦିନ ଶତକ ମାରୁଛି କରୋନା । ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଅନୁଗୋଳ ମ୍ୟୁନିସିପାଲଟି ଆଉ ତାଳଚେର ମ୍ୟୁନିସିପାଲଟି ୩ ଦିନ ପାଇଁ ସମ୍ପୂର୍ଣ୍ଣ ଲକ୍ ଡାଉନ୍ ଘୋଷଣା ହୋଇଛି ।

ଆସନ୍ତା ୨୬ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ । ଏଥିସହ ତାଳଚେର ପୌରାଞ୍ଚଳର ୱାର୍ଡ ନମ୍ବର ୧୩ ନବମିଶ୍ର କଲୋନୀକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରି ବାଉଁଶ ବାଡ ବନ୍ଧାଯାଇଛି । ସଟ ଡାଉନର ପ୍ରଭାବ ସକାଳୁ ସକାଳୁ ପଡି ସାରିଛି ।

   Related Posts