Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେଲା ବାଇକ୍, ୨ ମୃତ

4/11/2020 at 7:57 AM

କୋରାପୁଟ ୦୪।୧୧: କୋରାପୁଟ ଜିଲ୍ଳା କାକିରିଗୁମ୍ମା ଥାନା ଅନ୍ତର୍ଗତ ପଞ୍ଚଡ଼ା ନିକଟରେ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେଲା ବାଇକ୍‌ । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଯାଇଛି ।

ଖବର ଅନୁଯାୟୀ, ବାଇକରେ ପ୍ରତାପ ସାଗର ଓ ଜିତୁ ଭତ୍ରା ନାମକୁ ୨ ଯୁବକ ପଞ୍ଚଡ଼ାରୁ ଫେରୁଥିଲେ । ଫେରିବା ବାଟରେ ସେମାନେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା କଲଭର୍ଟରେ ପିଟି ହୋଇ ଯାଇଥିଲେ । ଫଳରେ ଦୁହେଁ ଛିଟିକି ପଡ଼ିଥିଲେ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ, ଅନ୍ୟ ଜଣଙ୍କର କୋରାପୁଟ ମେଡିକାଲରେ ମୃତ୍ୟୁ ହୋଇଛି । କାକିରିଗୁମ୍ମା ପୋଲିସ୍ ଏନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି ।

   Related Posts