Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ରାସ୍ତା କଡରୁ ଦୁଇ ନବଜାତ ଶିଶୁ କନ୍ୟା ଉଦ୍ଧାର

10/04/2019 at 1:01 PM

ସୋର ୧୦|୪ : ରାସ୍ତା କଡରୁ ଦୁଇ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛନ୍ତି । ବାଲେଶ୍ବର ଜିଲ୍ଲା ଅନନ୍ତପୁର-ବାସୁଦେବପୁର ରାସ୍ତା ଗୁଡ୍ ନିକଟରୁ ଉଦ୍ଧାର କରିଛନ୍ତି ଗ୍ରାମବାସୀ । ଶିଶୁ ଦୁଇଟି କାନ୍ଦୁଥିବା ଦେଖି ଗୁଡ୍ ଗାଁର ଉଦ୍ଧବ ନାୟକ ଉଦ୍ଧାର କରିଥିଲେ । ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଉଭୟ ଶିଶୁଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ଥିବା ଜଣାପଡିଛି । ତେବେ ଶିଶୁ ଦୁହିଁଙ୍କୁ କିଏ ଏବଂ କେଉଁ ପରିସ୍ଥିତିରେ ଏଠାରେ ଛାଡିଦେଇଯାଇଛି ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

   Related Posts