Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

STF ପଞ୍ଝାରେ ବଜ୍ରକାପ୍ତା ବେପାରୀ : କାର୍ ଭିତରେ ଚାଲିଥିଲା ଡିଲ୍, ମାଡିବସିଲା ଏସଟିଏଫ୍

8/10/2021 at 12:38 PM

ଭୁବନେଶ୍ବର ୮।୧୦: ପୁଣି ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ବେପାରୀ । ଖୋର୍ଦ୍ଧା ପିତାପଲ୍ଲୀ ଛକ ନିକଟରେ ବିକ୍ରି ପାଇଁ ଡିଲ୍ ଚାଲିଥିବାବେଳେ ମାଡିବସିଲା ଏସଟିଏଫ । ରାସ୍ତା କଡରେ କାର୍ ଭିତରେ ଚାଲିଥିଲା ବଜ୍ରକାପ୍ତା ଡିଲ୍ । ଚଢାଉ ବେଳେ ଦୁଇ ଅଭିଯୁକ୍ତ କୈଳାସ ଖୋସାଲା ଓ ଚୈତନ ଭତ୍ରକୁ ଗିରଫ କରିଛି ଏସଟିଏଫ୍ । ଏମାନେ କେବିକେ ଅଂଚଳର ବୋଲି ଏସସିଏଫ ସୂଚନା ଦେଇଛି ।

ଉଲ୍ଲେଖଯୋଗ୍ୟ ଯେ, ଗତ ଏକ ବର୍ଷ ମଧ୍ୟରେ ୫ଟି ଜୀବନ୍ତ ବଜ୍ରକାପ୍ତା ଓ ୧୫ କେଜି ବଜ୍ରକାପ୍ତା କାତି ଧରିବାରେ ସଫଳ ହୋଇଛି ଏସଟିଏଫ୍ ।

   Related Posts