Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ପୋଲିସ କବ୍‌ଜାରେ ଗ୍ୟାଙ୍ଗଷ୍ଟାର ସକିଲର ଦୁଇ ସହଯୋଗୀ

21/01/2020 at 7:20 PM

କଟକ୨୧|୦୧: ପୋଲିସ କବ୍‌ଜାରେ ଥିବା ଦୁର୍ଦ୍ଦାନ୍ତ ଅପରାଧୀ ସକିଲର ୨ଜଣ ସହଯୋଗୀଙ୍କୁ ଗିରଫ କରାଯାଇଛି । ଦାଦାବଟି ମାଗିବା ଅଭିଯୋଗରେ ଦୁଇ ଜଣ ସହଯୋଗୀଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ତେବେ ଗିରଫ ହୋଇଥିବା ଦୁଇଜଣ ଙ୍କ ମଧ୍ୟରୁ ଜଣେ ନାବାଳକ ଥିବା ସୂଚନା ରହିଛି। ବର୍ତ୍ତମାନ ସୁଦ୍ଧା ଏହି ମାମଲାରେ ୧୦ଜଣରୁ ଅଧିକ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗତକିଛି ଦିନ ତଳେ ଏକ ଅଜ୍ଞାତ ସ୍ଥାନରୁ ସକିଲ ଓ ତାର ୫ ସହଯୋଗୀଙ୍କୁ ଉଠାଇ ନେଇ ଜେରା କରିବା ପରେ ଗିରଫ କରିଥିଲା । ସେହିପରି କିଛିଦିନ ତଳେ ସକିଲର ଦୁଇଜଣ ବାନ୍ଧବୀଙ୍କୁ ମଧ୍ୟ ଗିରଫ କରିଥିଲା ପୋଲିସ । ଉଭୟଙ୍କୁ ଦାଦାବଟି ଓ ବେଆଇନ କାର୍ଯ୍ୟରେ ସଂପୃକ୍ତ ଥିବା ଅଭିଯୋଗରେ ଗିରଫ କରାଯାଇଛି । ସକିଲ ନାଁରେ ବିଭିନ୍ନ ଥାନାରେ ବହୁ ଅପରାଧିକ ମାମଲା ରହିଛି ।

   Related Posts