Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଆଖି ବୁଜିଲେ ଦୁଇ ଭଉଣୀ, କାନ୍ଥ ଭୁଶୁଡି ହୋଇଥିଲେ ଗୁରୁତର

7/06/2019 at 3:17 PM

ଭୁବନେଶ୍ବର ୭|୬: ଭୁବନେଶ୍ବର ନିର୍ମାଣ ସୌଧ ନିକଟ ବସ୍ତିରେ ନିକଟ ବସ୍ତିରେ କାନ୍ଥ ଭୁଶୁଡି ଗୁରୁତର ହୋଇ ଚିକିତ୍ସିତ ହେଉଥିବା ଦୁଇ ଭଉଣୀଙ୍କର ମୃତ୍ୟୁ ହୋଇଛି । ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ ।

ଗତ ବୁଧବାର ରାତିରେ ଭୁବନେଶ୍ବର ସ୍ଥିତ ନିର୍ମାଣ ସୌଧ ନିକଟ ବସ୍ତିରେ ନିକଟ ବସ୍ତିରେ କାନ୍ଥ ଭୁଶୁଡି ପଡିଥିଲା । ଫଳରେ ଦୁଇ ଭଉଣୀ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଆଜି ଉଭୟଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।

   Related Posts