Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଖୋଲିବ ଇନ୍ଦ୍ରାବତୀ ଡ୍ୟାମ୍ ମୁଖ୍ୟ କେନାଲର ୨ଟି ଗେଟ୍

8/08/2019 at 1:17 PM

ନବରଙ୍ଗପୁର ୮|୮: ଖୋଲିବ ଇନ୍ଦ୍ରାବତୀ ଡ୍ୟାମ୍ ମୁଖ୍ୟ କେନାଲର ଗେଟ୍ । ଇନ୍ଦ୍ରାବତୀ ଡ୍ୟାମ୍ ର ୭ଟି ଗେଟ୍ ମଧ୍ୟରୁ ୨ଟି ଗେଟ୍ ଖୋଲାଯିବ । ଇନ୍ଦ୍ରାବତୀ ଜଳ ବିଦ୍ୟୁତ୍ ପ୍ରକଳ୍ପ ପ୍ରଶାସନ ପକ୍ଷରୁ ନଦୀକୂଳିଆ ଗାଁମାନଙ୍କୁ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ କରାଯାଇଛି । ଏହାଦ୍ବାରା ଜିଲ୍ଲାର ତିନୋଟି ବ୍ଲକର ନଦୀକୂଳିଆ ଗାଁ ପ୍ରଭାବିତ ହେବାର ସମ୍ଭାବନା ରହିଛି।

ବଙ୍ଗୋପସାଗରରେ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ରାଜ୍ୟରେ ବର୍ଷା ଲାଗି ରହିଛି । କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇଛି । ଫଳରେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଇନ୍ଦ୍ରାବତୀ ଡ୍ୟାମ୍ ମୁଖ୍ୟ କେନାଲର ମଧ୍ୟ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ।

   Related Posts