Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ମାଡିଗଲା ହାଇଓ୍ବା ; ଦୁଇ ଛାତ୍ରୀ ଗୁରୁତର

22/12/2018 at 10:14 AM

ଭୁବନେଶ୍ବର ୨୨|୧୨: ଭୁବନେଶ୍ବର ପଟିଆ ସ୍ଥିତ ସାଇ ମନ୍ଦିର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁଇ ଜଣ ଛାତ୍ରୀ ଯାଉଥିବା ସମୟରେ ସେମାନଙ୍କ ଉପରେ ହାଇଓ୍ବା ଗାଡିଟି ମାଡିଯାଇଥିଲା । ଫଳରେ ଦୁର୍ଘଟଣାରେ ଜଣେ ଛାତ୍ରୀ ଆହତ ହୋଇଥିବାବେଳେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଦୁଇ ଛାତ୍ରୀଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

 ସୂଚନା ଅନୁସାରେ ଦୁଇ ଜଣ ଛାତ୍ରୀ ସ୍କୁଲ ଯିବା ସମୟରେ ଏଭଳି ଦୁର୍ଘଟଣାର ଶୀକାର ହୋଇଛନ୍ତି । ସେମାନେ ସ୍କୁଲ ଯାଉଥିବା ବେଳେ ହଠାତ୍ ହାଇଓ୍ବା ଗାଡିଟି ଭାରସାମ୍ୟ ହରାଇ ସେମାନଙ୍କ ଉପରେ ମାଡିଯାଇଥିଲା । ଫଳରେ ଦୁଇ ଜଣ ଛାତ୍ରୀ ଆହତ ହୋଇଛନ୍ତି । ଉଭୟଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ହାଇଓ୍ବା ଡ୍ରାଇଭରକୁ ଉତ୍ତ୍ୟକ୍ତ ଲୋକେ ନିସ୍ତୁକ ମାଡ ମାରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଡ୍ରାଇଭରକୁ ଉଦ୍ଧାର କରି ହାଇଓ୍ବାଟିକୁ ଜବତ କରିଛି ।

   Related Posts