Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୪୮୬ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୫୪୧ ଡିସଚାର୍ଜ
  • ||
  • ମିଶନ କାଶ୍ମୀର ଉପରେ ୧୪ ନେତାଙ୍କ ସହ ପିଏମ ମୋଦୀଙ୍କ ମହାବୈଠକ ଶେଷ
  • ||
  • ବରି​‌ଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ
  • ||
  • ଦ୍ବାଦଶ ଶ୍ରେଣୀ ପରୀକ୍ଷା: ୩୧ ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ରାଇରଙ୍ଗପୁର : ଅଣ୍ଡା ବଣ୍ଟନରେ ପାତର ଅନ୍ତର, ଅଭିଯୋଗ କଲେ ନାଁ କାଟିଦେବାକୁ ଅଙ୍ଗନବାଡି ଦିଦି ଦେଉଛନ୍ତି ଧମକ
  • ||
  • ସାଲେପୁର : ନଦୀ ପଠାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ
  • ||
  • ଆଜି ୧୦ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ୨୭ ଯାଏଁ ଛେଚିବ
  • ||
  • ହ୍ରାସ ପରେ ପୁଣି ବଢୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୫୦ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଦୁଇ ଛାତ୍ରୀ ନିଖୋଜ : ସ୍କୁଲ ଯିବାବେଳେ ଲିଫ୍ଟ ଦେବା ବାହାନାରେ ଅପହରଣ ଅଭିଯୋଗ

15/10/2019 at 12:21 PM

ପଟ୍ଟାମୁଣ୍ଡାଇ ୧।୧୦: ଦୁଇ ସ୍କୁଲ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଶୁଣ୍ଢୀୟ ପ୍ରାଥମିକ ବିଦ୍ୟାଳୟର ଦୁଇ ଛାତ୍ରୀ ଅପହୃତ । ଦୁଇ ଛାତ୍ରୀ ଚତୁର୍ଥ ଶ୍ରେଣୀର ଅନୀତା ବାରିକ ଓ ପଞ୍ଚମ ଶ୍ରେଣୀର ଅନ୍ନପୂର୍ଣ୍ଣା ମଣ୍ଡଳ । ଦୁହିଁଙ୍କ ଘର ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ମୋଚିପଡା ଗାଁରେ ।

ସ୍କୁଲ ଯାଉଥିବା ବେଳେ ଲିଫ୍ଟ ଦେବାକୁ କହି କେହି ବାଇକ୍ ଆରୋହୀ ନେଇଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ଏନେଇ ପଟ୍ଟାମୁଣ୍ଡାଇ ଥାନାରେ ଏତଲା ଦେଇଛନ୍ତି ଉଭୟ ଛାତ୍ରୀଙ୍କ ପରିବାରଲୋକ । ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts