Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ସେନା ଗୁଳିରେ ୨ଆତଙ୍କୀ ନିହତ, ଗୁଳିବିନିମୟ ଜାରି

12/01/2020 at 12:05 PM

ଶ୍ରୀନଗର ୧୨।୦୧ : ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ଗୁଳିବିନିମୟ । ପୁଲୱାମା ଜିଲ୍ଲାର ତ୍ରାଲ ଅଞ୍ଚଳରେ  ଆତଙ୍କୀଙ୍କ ସହିତ ସୁରକ୍ଷାକର୍ମୀଙ୍କ ମୁହାଁମୁହିଁ ହୋଇଛି  । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୁରକ୍ଷାକର୍ମୀ ପକ୍ଷରୁ ଆତଙ୍କବାଦୀ-ସୁରକ୍ଷାକର୍ମୀ ମଧ୍ୟରେ ଗୁଳିବିନିମୟ ଜାରି ରହିଛି ।

 ରବିବାର ସକାଳୁ ସ୍ଥାନୀୟ ଅଞ୍ଚଳରେ ଆତଙ୍କୀ ଗତିବିଧି ନେଇ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା । ଯାହାକୁ ଆଧାର କରି ସୁରକ୍ଷାକର୍ମୀ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ କରିଥିଲେ । ଉଭୟ ଆତଙ୍କୀ ଓ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁଳିମାଡ଼ ଜାରି ରହିଛି । ଘଟଣାରେ ୨ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି । ସେହିପରି କେତେଜଣ ଆତଙ୍କୀ ଲୁଚି ରହିଛନ୍ତି ସେ ବିଷୟରେ କୌଣସି ତଥ୍ୟ ମିଳି ନାହିଁ ।

   Related Posts