ଜମ୍ମୁକାଶ୍ମୀର ସୋପିଆନରେ ଏନ୍‌କାଉଣ୍ଟର ; ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ସଫା, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

Published By : Prameya-News7 Bureau | June 11, 2019 IST

ଶ୍ରୀନଗର ୧୧|୬: ଜମ୍ମୁ କଶ୍ମୀର ସୋପିଆନ ଜିଲ୍ଲାରେ ଏନକାଉଣ୍ଟର । ସୁରକ୍ଷାବାହିନୀର ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଅୱନୀରା ଅଂଚଳରେ ଆତଙ୍କବାଦୀମାନେ ଲୁଚି ରହିଥିଲେ । ସୁରକ୍ଷାବାହିନୀର ଯବାନମାନଙ୍କୁ ଦେଖି ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ । ଜବାବରେ ସୁରକ୍ଷାବାହିନୀଙ୍କ ପକ୍ଷରୁ ମଧ୍ୟ ଗୁଳିମାଡ଼ ହୋଇଥିଲା । ଏଥିରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ବହୁ ପରିମାଣର ଅସ୍ତ୍ରସସ୍ତ୍ର ଜବତ କରିଛି ସେନା ।  ଏବେବି ସହି ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.