ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୁରିଷ୍ଟ ବସ୍‌ ଦୁର୍ଘଟଣା ପ୍ରସଙ୍ଗରେ ପରିବହନ ମନ୍ତ୍ରୀଙ୍କ ପ୍ରତିକ୍ରିୟା, କଳିଙ୍ଗା ଘାଟି ଦେଇ ଯିବନାହିଁ ଟୁରିଷ୍ଟ ବସ୍‌
  • ||
  • କେଦାରନାଥ ଯାତ୍ରାରେ ବାଧକ ସାଜିଛି ତୁଷାରପାତ, ବାରମ୍ବାର ଫସୁଛନ୍ତି ଯାତ୍ରୀ
  • ||
  • ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୧୨୪ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୩ କୋଭିଡ୍ ପଜିଟିଭ୍
  • ||
  • ରାଇରଙ୍ଗପୁର: ଗୋରୁ ବେପାରୀଙ୍କୁ ଗୁଳିକରି ହତ୍ୟା, ୨୦ ଲକ୍ଷ ଲୁଟ୍‌
  • ||
  • ପୁରୀ : ବୁଧବାର ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
  • ||

ଜାମ୍ମୁ-କାଶ୍ମୀର ସୋପିଆନାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳିବିନିମୟ; ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

6/11/2018 at 9:33 AM

ଶ୍ରୀନଗର ୬|୧୧:  ଜାମ୍ମୁ-କାଶ୍ମୀର ସୋପିଆନାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।  ଏବେ ବି ସେହି ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ସୁରକ୍ଷା ଦୃଷ୍ଟିରୁ ସେହି ଅଞ୍ଚଳରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦିଆଯାଇଛି ।

   Related Posts