ଜାମ୍ମୁ-କାଶ୍ମୀର ସୋପିଆନାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳିବିନିମୟ; ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ
6/11/2018 at 9:33 AM

ଶ୍ରୀନଗର ୬|୧୧: ଜାମ୍ମୁ-କାଶ୍ମୀର ସୋପିଆନାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ଏବେ ବି ସେହି ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ସୁରକ୍ଷା ଦୃଷ୍ଟିରୁ ସେହି ଅଞ୍ଚଳରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦିଆଯାଇଛି ।