Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
  • ||
  • ଭଦ୍ରକ : ଚାକିରୀରୁ ବିଦା ହେଲେ ରସିକିଆ ଶିକ୍ଷକ, ହ୍ବାଟସଆପ୍ ଗ୍ରୁପରେ ପଠାଇଥିଲେ ନିଜ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ
  • ||
  • ଆନନ୍ଦପୁର : ବାଲି ଗାଡି ମାଲିକଙ୍କୁ ହାବିଲଦାର ମାଗୁଥିଲେ ଚାନ୍ଦା, ଆଜି ଶୁଣିଲା ପରେ ଏସପି କଲେ ସସପେଣ୍ଡ
  • ||
  • ସମ୍ବଲପୁର : ବିଗୁଡୁଛି କରୋନା ସ୍ଥିତି : ଭୀମସାର କୋଭିଡ୍ ହସ୍ପିଟାଲର ବଢିବ ଶଯ୍ୟା, ଚାଲିଛି ଦ୍ବିତୀୟ ହସ୍ପିଟାଲ କାମ
  • ||
  • ଜଳେଶ୍ବର : ବସ୍ତା ଷ୍ଟେସନରେ ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବି, ରେଳରୋକ କଲେ ସ୍ଥାନୀୟ ବାସିନ୍ଦା
  • ||
  • ମହାକାଳପଡା : କେନ୍ଦ୍ରାପଡାରେ ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
  • ||
  • ଖଲ୍ଲିକୋଟ : ବରଗଛ ମୂଳରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
  • ||
  • ନବରଙ୍ଗପୁର : ୧୦ଦିନ ପରେ ହୋଇଥାନ୍ତା ବାହାଘର, ଗଛରେ ଓଢଣୀ ବାନ୍ଧି ପ୍ରେମିକ ସହ ଝୁଲିପଡିଲେ ଯୁବତୀ
  • ||
  • ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ ବାତିଲ
  • ||

ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ

27/02/2021 at 4:32 PM

ମୋହନା ୨୭।୨: ଗଜପତି ଜିଲ୍ଲା ଆର.ଉଦୟଗିରି ଉପକାରାଗାରରୁ ଦୁଇ ଜଣ ବିଚରାଧୀନ କଏଦୀ ଫେରାର ହୋଇଯାଇଛନ୍ତି । ସେମାନେ ହେଲେ ପୁରି ଅଞ୍ଚଳର ଶରତ କୁମାର ଦେ ଏବଂ ଅନ୍ୟ ଜଣେ ଗଜପତି ଜିଲ୍ଲା ଅଡବା ଥାନା ଅଞ୍ଚଳର କରୁଣା ଗମାଙ୍ଗ  ।  

ସୂଚନାଯୋଗ୍ୟ ଯେ, ଶନିବାର ସକାଳ ପ୍ରାୟ ୯ଟା ୪୫ ମିନଟରେ ସେମାନେ ଜେଲରୁ ଫେରାର ହୋଇଯାଇଥିବା କୁହାଯାଉଛି। ତେବେ ଫେରାର କଏଦୀଙ୍କୁ ଖୋଜିବା ପାଇଁ ଉଦ୍ୟମ ଜାରି ରହିଛି । ଏମାନେ ୨ ଜଣ ଗଞ୍ଜେଇ ଚୋରାଚାଲାଣ ମାମଲାରେ ଗିରଫ ହୋଇ କିଛି ଦିନ ପାରଳାଖେମୁଣ୍ଡି ଜେଲରେ ରହିଥିଲେ । ପରେ କରୋନା କଟକଣା ଯୋଗୁଁ ଆର.ଉଦୟଗିରି ଜେଲକୁ ସ୍ଥାନାନ୍ତର କରାଯାଇଥିଲା ।

   Related Posts