Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

୭ ଦିନ ପାଇଁ ଦୁଇଟି ଗାଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

20/08/2020 at 5:11 PM

ଆନନ୍ଦପୁର ୨୦।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ତରଫରୁ ଆଜି ଆନନ୍ଦପୁର ବ୍ଲକ୍ ବେଲବାହାଳି ଓ ଜଳସୁଆଁ ଦୁଇଟି ଗାଁକୁ ୭ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଗୁରୁବାର ଉଭୟ ଗାଁରେ ୧୦ଜଣ ଲେଖାଏଁ କରୋନା ରୋଗୀ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ତରଫରୁ ପଦକ୍ଷେପ ନିଆଯାଇଥିବା ସୂଚନା ମିଳିଛି । ଏହି ସମୟରେ ଲୋକଙ୍କ ସୁବିଧା ପାଇଁ ସ୍ଥାନୀୟ ପ୍ରଶାସନ ଦ୍ବାରା ବିଭିନ୍ନ ବିଭାଗୀୟ କର୍ମଚାରୀ ଓ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗୁରୁବାର ସୁଦ୍ଧା ବେଲବାହାଳିଠାରେ କରେନା ରୋଗୀ ସଂଖ୍ୟା ୨୩ରେ ପହଞ୍ଚିଥିବାବେଳେ ଜଳସୁଆଁରେ ୧୫ ଜଣ କରୋନା ସଂକ୍ରମିତ ହୋଇସାରିଲେଣି ।

   Related Posts